ନୟାଗଡର ବହୁ ଚର୍ଚ୍ଚିତ ପରୀ ହତ୍ୟା ମାମଲାର ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ଦାୟର ହେଲା ଜନସ୍ବାର୍ଥ ମାମଲା

0

ଭୁବନେଶ୍ୱର : ନୟାଗଡର ବହୁ ଚର୍ଚ୍ଚିତ ପରୀ ହତ୍ୟା ମାମଲାର ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ଦାୟର ହେଲା ଜନସ୍ବାର୍ଥ ମାମଲା । ପରୀର ପରିବାର ଲୋକଙ୍କୁ ୨୫ ଲକ୍ଷ ଟଙ୍କାର କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କୁ ଅନୁରୋଧ କରାଯାଇଛି । ଭାରତୀୟ ବିକାଶ ପରିଷଦ ପକ୍ଷରୁ ଏହି ଜନସ୍ବାର୍ଥ ମାମଲା ଦାୟର କରାଯାଇଛି । ଏହି ଘଟଣାରେ ରାଜ୍ୟ ଗୃହ ସଚିବ, ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ, ନୟାଗଡ଼ ଏସପି, ନୟାଗଡ଼ ସଦର ଥାନା ଅଧିକାରୀଙ୍କୁ ପକ୍ଷଭୁକ୍ତ କରାଯାଇଛି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More