ଆଜି ରାଜ୍ୟରେ ଆଉ ୮୬୮ ପଜିଟିଭ ଚିହ୍ନଟ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧୦୯୨୦କୁ ବୃଦ୍ଧି

0

ଭୁବନେଶ୍ୱର : ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମିବାରେ ଲାଗିଛି । ଆଜି ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୮୬୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୦୯୨୦ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୦୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୬୬ ସ୍ଥାନୀୟ ବାସିନ୍ଦା ବୋଲି ଜନପଡ଼ିଛି I

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More