ଆଜି ରାଜ୍ୟରେ ଆଉ ୮୬୮ କରୋନା ପଜିଟିଭ ଚିହ୍ନଟ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୧ ହଜାର ୭୮୮ କୁ ବୃଦ୍ଧି

0

ଭୁବନେଶ୍ୱର : ଆଜି ରାଜ୍ୟରେ ୨୪ ଘଣ୍ଟା ରେ ୩୦ ଟି ଜିଲ୍ଲାରୁ ୮୬୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୯୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୩୬୯ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୧୧ ହଜାର ୭୮୮ କୁ ବୃଦ୍ଧି କରିଛି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More