ଆଜି ରାଜ୍ୟରେ ୨୪ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୩୧୪୪ ପଜିଟିଭ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୬୪ ହଜାର ପାର୍
ଭୁବନେଶ୍ୱର : ରାଜ୍ୟରେ ମାଡି ଚାଲିଛି କରୋନା ସଂକ୍ରମଣ I ଗତ ୨୪ ଘଣ୍ଟା ମଧ୍ୟରେ ୩୧୪୪ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮୨୩ କ୍ୱାରାଣ୍ଟାଇନରୁ ଓ ସ୍ଥାନୀୟ ସଂକ୍ରମିତ ୧୩୨୧ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ସଂକ୍ରମିତଙ୍କ ମଧ୍ୟରୁ ୪ ଜଣଙ୍କର ମୃତ୍ୟୁ ଘଟିଛି ।…