୩୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ : ଜଣେ ଗିରଫ

0

ଜଗତସିଂହପୁର : ଜଗତସିଂହପୁର ସଦରଥାନା ତର୍ତ୍ତଙ୍ଗ ଗାଁରେ ୩୦୦ ଗ୍ରାମ ବ୍ରାଉନସୁଗାର ଜବତ ହୋଇଥିବା ଶୁକ୍ରବାର ଜଣାପଡିଛି । ଏହି ଘଟଣାରେ ଜଣେ ଯୁବକଙ୍କୁ ମଧ୍ୟ ଗିରଫ କରାଯାଇଛି । ଜବତ ବ୍ରାଉନସୁଗାର ଆନୁମାନିକ ମୂଲ୍ୟ ପ୍ରାୟ ୩୦ ଲକ୍ଷ ଟଙ୍କା ହେବ । ସଦର ପୁଲିସ ଓ ଅବକାରୀ ବିଭାଗର ଟିମ ଚଢାଉ କରି ଏହି ବ୍ରାଉନସୁଗାର ଜବତ କରିଛନ୍ତି। ଗିରଫ ଯୁବକଙ୍କ ଠାରୁ ଗୋଟିଏ ପିସ୍ତଲ ଓ ଗୋଟିଏ ବାଇକ ମଧ୍ୟ ଜବତ ହୋଇଛି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More