କଟକ ବାଦାମବାଡ଼ିରେ ଜଳିଗଲା ବସ

0

କଟକ : କଟକ ବାଦାମବାଡ଼ି ବସ ଷ୍ଟାଣ୍ଡରେ ଠିଆ ହୋଇଥିବା ଏକ ବସ୍‌ରେ ହଠାତ୍ ନିଆଁ ଲାଗି ହୁତୁ ହୁତୁ ହୋଇ ଜଳି ଉଠିଲା । ପାଲାମଣ୍ଡପ ପୁରୀ ବସ ଷ୍ଟାଣ୍ଡରେ ଛିଡ଼ା ହୋଇଥିବା ଏକ ବସ ଜଳିଯାଇଛି । ତେବେ ବସ ଭିତରେ କୌଣସି ଯାତ୍ରୀ ନଥିବା ଜଣାଯାଇଛି । ଏହି ଅଗ୍ନିକାଣ୍ଡର କାରଣ ସମ୍ପର୍କରେ ଖବର ଲେଖା ସୁଦ୍ଧା କିଛି ଜଣାପଡ଼ିନାହିଁ । ଅଗ୍ନିକାଣ୍ଡ ସମ୍ପର୍କରେ ଖବର ପାଇ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବାକୁ ଚଷ୍ଟା କରୁଛନ୍ତି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More