ଆଜି ଭାରତ ବନ୍ଦ

0

ଭୁବନେଶ୍ୱର : ଆଜି ଭାତର ବନ୍ଦ . ବିଭିନ୍ନ ଦାବି ନେଇ ବିଭିନ୍ନ ସଂଗଠନ ପକ୍ଷରୁ ଆଜି ଭାରତ ବନ୍ଦ ଡାକରା ଦିଆଯାଇଛି . ଆଜି ସକାଳ ୬ଟାରୁ ଆସନ୍ତା କାଲି ସକାଳ ୬ ଯାଏଁ ୨୪ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି । କେନ୍ଦ୍ରର ଶ୍ରମ ଆଇନ ଏବଂ କୃଷି ଆଇନ ପ୍ରତ୍ୟାହାର ଦାବିରେ ବନ୍ଦ ଡ଼ାକରା ଦିଆଯାଇଛି । ବରାଜ୍ୟରେ ବିଭିନ୍ନ ଜିଲ୍ଲାରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି । ଗାଡ଼ି ମଟର, ଟ୍ରେନ, ବସ୍ ଚଳାଚଳ ବନ୍ଦ ରଖିବାକୁ ସିଟୁ ପକ୍ଷରୁ ଆହ୍ୱାନ ଦିଆଯାଇଛି । ରାଜ୍ୟର ବିଭିନ୍ନ ସ୍ଥାନରେ ସକାଳ ଠାରୁ ଆରମ୍ଭ ହୋଇଛି ପିକେଟିଂ, ରାସ୍ତାରୋକ । ରାୟଗଡ଼ା ଓ ଗୁଣୁପୁରରେ ଟାୟାର ଜାଳି ରାସ୍ତା ରୋକ କରାଯାଇଛି । ଭୁବନେଶ୍ୱର ବିଭିନ୍ନ ଛକରେ ସଂଗଠନ ପକ୍ଷରୁ ରାସ୍ତାରୋକ କରାଯାଇଛି । ରାଜଧାନୀର ବାଣୀବିହାର ଛକରେ ମଧ୍ୟ ରାସ୍ତାରେ ବିକ୍ଷୋଭ ଏବଂ ପିକେଟିଂ କରାଯାଇଛି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More