ପରୀ ହତ୍ୟା ମାମଲାର ତଦନ୍ତ ଏସଆଇଟି ଦ୍ୱାରା କରାଯିବ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ଼ ଘୋଷଣା

0

ଭୁବନେଶ୍ୱର : ନୟାଗଡ଼ ପରୀ ହତ୍ୟା ମାମଲାରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ବଡ଼ ଘୋଷଣା କରିଛନ୍ତି । ତାହା ହେଲା ପରୀ ହତ୍ୟା ମାମଲାର ତଦନ୍ତ ଏସଆଇଟି ଦ୍ୱାରା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଘୋଷଣା କରିଛନ୍ତି । ବିଧାନସଭାରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି । ଭିଡିଓ କନଫରେନ୍ସିଂ ଜରିଆରେ ଉପସ୍ଥିତ ମୁଖ୍ୟମନ୍ତ୍ରୀ ବିଧାନସଭାରେ ଏହି ଘୋଷଣା କରିଛନ୍ତି । ତେବେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ବେଳେ ବିରୋଧୀମାନେ ହୋହାଲ୍ଲା ଜାରି ରଖିଥିଲେ ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More