ଆଜି ରାଜ୍ୟରେ ଚିହ୍ନଟ ହେଲେ ଆଉ ନୂଆ ୬୯ ଜଣ କରୋନା ପଜିଟିଭ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୭୦୫କୁ…
ଭୁବନେଶ୍ୱର : ଆଜି ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୮ଟି ଜିଲ୍ଲାରୁ ୬୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ୬୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୪୧ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୨୮ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା…