ଆଜି ଅଟଳ ବିହାରୀ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ I ଏହି ଅବସରରେ ନୂଆଦିଲ୍ଲୀସ୍ଥିତ ‘ସଦୈବ ଅଟଳ’ ସ୍ମାରକୀରେ ବହୁ ବିଶିଷ୍ଟ ବ୍ୟକ୍ତିମାନେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ବିଜେପିର କାର୍ଯ୍ୟକାରୀ ସଭାପତି ଜେ.ପି. ନଡ୍ଡା ପ୍ରମୁଖ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି I ବାଜପେୟୀଙ୍କଝିଅ ଓ ନାତୁଣୀ ମଧ୍ୟ ଦେଲେ ଶ୍ରଦ୍ଧାଞ୍ଜଳି I