ଆଜି ରାଜ୍ୟରେ ଆଉ ୫ ଆକ୍ରାନ୍ତଙ୍କ ମୃତ୍ୟୁ : ମୃତ୍ୟୁ ସଂଖ୍ୟା ୬୧ରେ ପହଞ୍ଚିଛି

0

ଭୁବନେଶ୍ୱର : ଆଜି ରାଜ୍ୟରେ ଆଉ ୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତ୍ୟୁ ହୋଇଥିବା ୫ ଆକ୍ରାନ୍ତ ଗଞ୍ଜାମ ଜିଲ୍ଲାର ୨, କଟକ, ଭୁବନେଶ୍ବର ଓ ପୁରୀରୁ ଜଣେ ଲେଖାଏଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଗଞ୍ଜାମ ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୬କୁ ବୃଦ୍ଧି ପାଇଛି । ସେହିପରି ଓଡ଼ିଶାରେ କରୋନା ମୃତ୍ୟୁ ସଂଖ୍ୟା ୬୧ରେ ପହଞ୍ଚିଛି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More