ଆଜି ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୯୭ କୋଭିଡ୍ ପଜିଟିଭ୍ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୪୦ହଜାର ୯୧୭କୁ ବୃଦ୍ଧି

0

ଭୁବନେଶ୍ୱର : ଦିନକୁ ଦିନ କରୋନା ତାର କାୟା ବିସ୍ତାର କରିବାରେ ଲାଗିଛି I ଆଜି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୯୭ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ଲକ୍ଷ ୪୦ହଜାର ୯୧୭ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୨୩ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More