ଓଡ଼ିଶାରେ ପଞ୍ଚମ କରୋନା ଆକ୍ରାନ୍ତ ଚିହ୍ନଟ

0

ଭୁବନେଶ୍ୱର : ଓଡ଼ିଶାରେ ପଞ୍ଚମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଭୁବନେଶ୍ବର ସୂର୍ଯ୍ୟନଗରର ୬୦ ବର୍ଷ ବ୍ୟକ୍ତିଙ୍କ ଶରୀରରେ ଏହି ଭୂତାଣୁ ଚିହ୍ନଟ ହୋଇଛି । ଏମ୍ସରେ ଆଡ଼ମିଟ ପରେ କରୋନା ଟେଷ୍ଟ ପଜିଟିଭ ଆସିଥିବା ସୂଚନା ମିଳିଛି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More