ଜୁଲାଇ ୩୧ ସୁଦ୍ଧା ପ୍ରକାଶ ପାଇବା ମାଟ୍ରିକ ପରୀକ୍ଷା ଫଳ : ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ

0

ଭୁବନେଶ୍ୱର : ଜୁଲାଇ ୩୧ ସୁଦ୍ଧା ପ୍ରକାଶ ପାଇବା ମାଟ୍ରିକ ପରୀକ୍ଷା ଫଳ I ଖାତା ଦେଖା ସରିଯାଇଛି । ଟାବୁଲେସନ ଚାଲିଛି । ଖୁବ୍‌ଶୀଘ୍ର ଫଳ ପ୍ରକାଶ ନେଇ ତାରିଖ ଘୋଷଣା ହେବ । ତେବେ ପୂର୍ବରୁ ଜୁଲାଇ ୩୧ ସୁଦ୍ଧା ଫଳ ପ୍ରକାଶ ନେଇ ତାରିଖ ଘୋଷଣା କରାଯାଇଥିଲା । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More