ନ୍ୟାୟ ପାଇଲା ନିର୍ଭୟା : ଫାଶୀ ଖୁଣ୍ଟରେ ଝୁଲିଲେ ୪ ଦୁଷ୍କର୍ମକାରୀ

0

ଭୁବନେଶ୍ୱର : ବହୁ ପ୍ରତିକ୍ଷାର ଅନ୍ତ ଘଟାଇ ଶେଷରେ ୭ ବର୍ଷ ୩ ମାସ ପରେ ନିର୍ଭୟା ଦୋଷୀଙ୍କୁ ମିଳିଲା ଫାଶୀ । ନ୍ୟାୟ ପାଇଲା ନିର୍ଭୟା । ଫାଶୀ ଖୁଣ୍ଟରେ ଝୁଲିଲେ ୪ ଦୁଷ୍କର୍ମକାରୀ । ମୁକେଶ ସିଂହ, ବିନୟ ଶର୍ମା, ପୱନ ଗୁପ୍ତା ଓ ଅକ୍ଷୟ ସିଂହ ଠାକୁର । ଏହି ନରରାକ୍ଷସ ମାନଙ୍କୁ ତିହାର ଜେଲର ଫାଶୀ ଖୁଣ୍ଟ ମୃତ୍ୟୁର କୋଳକୁ ଠେଲିଦେଇଛି । ଗତକାଲି ଦିଲ୍ଲୀର ପଟିଆଲା ହାଇସକୋର୍ଟ ମୃତ୍ୟୁର ପରୱାନା ଉପରେ ରୋକ ଲଗାଇବାକୁ ମନା କରିବା ପରେ ଏହି ୪ ରାକ୍ଷସଙ୍କୁ ଆଜି ଫାଶୀଖୁଂଟରେ ଝୁଲାଇ ଦିଆଯାଇଛି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More