ପ୍ରକାଶ ପାଇଲା CBSE ପରୀକ୍ଷା ଫଳ

0

ଭୁବନେଶ୍ୱର : ପ୍ରକାଶ ପାଇଲା CBSE ଦ୍ୱାଦଶ ପରୀକ୍ଷା ଫଳ । ଏହା cbseresults.nic.in ରେ ପରୀକ୍ଷା ଫଳ ଉପଲବ୍ଧ । ଏନେଇ ସୂଚନା ଦେଇଛନ୍ତି ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିଆଲ ।

ପ୍ରକାଶଯେ, ଚଳିତ ବର୍ଷ କୋଭିଡ-୧୯ ମହାମାରୀ ଭିତରେ ସିବିଏସଇର କିଛି ପରୀକ୍ଷା ହୋଇଥିବାବେଳେ କିଛି ସ୍ଥଗିତ ହୋଇଥିଲା । ପରବର୍ତ୍ତୀ ସମୟରେ ଜୁଲାଇ୧ରୁ ୧୫ ଭିତରେ ପରୀକ୍ଷା ହେବାକୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ପିଲାଙ୍କ ପରୀକ୍ଷା ହୋଇଥିବା ବିଷୟରୁ ସର୍ବାଧିକ ମାର୍କକୁ ଲକ୍ଷ୍ୟ କରି ସେମାନଙ୍କ ଅନ୍ୟ ବିଷୟଗୁଡ଼ିକର ମାର୍କ ଦିଆଯିବାକୁ ସ୍ଥିର ହୋଇଥିଲା । ସେହି ହିସାବରେ ସେମାନଙ୍କୁ ମାର୍କ ଦିଆଯାଇଛି । ପୁଅଙ୍କ ଅପେକ୍ଷା ଝିଅମାନେ ବେଶ୍‌ ଭଲ ପ୍ରଦର୍ଶ କରିଛନ୍ତି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More