ରାଜ୍ୟରେ ଆଜି ୧୦୦ ତଳକୁ ଖସିଲା ପଜିଟିଭ ସଂଖ୍ୟା : ଚିହ୍ନଟ ହେଲେ ଆଉ ୬୦ ଜଣ କରୋନା ପଜିଟିଭ

0

ଭୁବନେଶ୍ୱର : ଆଜି ରାଜ୍ୟରେ ୧୦୦ ତଳକୁ ଖସିଛି ପଜିଟିଭଙ୍କ ସଂଖ୍ୟା . ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୭ ଟି ଜିଲ୍ଲାରୁ ୬୦ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ୬୦ ଆକ୍ରାନ୍ତଙ୍କ ମଧ୍ୟରୁ ୩୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୨୪ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୨୧୧କୁ ବୃଦ୍ଧି ପାଇଛି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More