ରାଜ୍ୟରେ ୫୭୦ଜଣ କରୋନା ପଜିଟିଭ୍ ଚିହ୍ନଟ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୨୬କୁ ବୃଦ୍ଧି

0

ଭୁବନେଶ୍ୱର : ଆଜି ରାଜ୍ୟରେ ୫୭୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାଯାଇଛି । ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୨୬କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More