ଶେଷ ହୋଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ : ୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର

0

ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ସକାଳ ୯ଟା ୪୫ ରେ ଲୋକସେବା ଭବନରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିଛି । ବିଧାନସଭା ଅଧିବେଶନ ଥିବା କାରଣରୁ ସକାଳେ କ୍ୟାବିନେଟ୍ ବୈଠକ ରଖାଯାଇଛି ବୋଲି ସୂଚନା ମିଳିଛି । ତେବେ କ୍ୟାବିନେଟରେ କି ନିଷ୍ପତି ନିଆଯାଇଛି l OBC ସମ୍ପର୍କରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତି ହୋଇଥିବା ସୂଚନା I

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More