୨ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ

0

ଭୁବନେଶ୍ୱର : ୨ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି । ଆସନ୍ତା ୨୧ ତାରିଖରେ ଓଡିଶା ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଓଡିଶା ଆସିବେ ରାଷ୍ଟ୍ରପତି । ଏହି ଗସ୍ତରେ ରାଉରକେଲା NIT ସମାବର୍ତ୍ତନ ଉତ୍ସବ ସହ କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିଆବର କାର୍ଯ୍ୟକ୍ରମ ରହିଛି ବୋଲି ବିଶେଷ ସୂତ୍ରରୁ ଜଣାପଡିଛି I

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More