୨୯ ଜିଲ୍ଳାରୁ ୧୪୯୯ କରୋନା ଆକ୍ରାନ୍ତ ଚିହ୍ନଟ : ଆକ୍ରାନ୍ତଙ୍କ ସଂଖ୍ୟା ୩୧୮୭୭କୁ ବୃଦ୍ଧି

0

ଭୁବନେଶ୍ୱର : ଆଜି ୨୯ ଜିଲ୍ଳାରୁ ୧୪୯୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୯୧୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୫୮୫ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧୮୭୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More