୧୧ଟା ୩୧ ରୁ ୧୨ଟା ୩୦ ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖିଲେ ବାଚସ୍ପତି

0

ବିଧାନସଭାରେ କଂଗ୍ରେସ ଓ ବିଜେପି ବିଧାୟକଙ୍କ ହଟଗୋଳ I ଟୋକେନ ବ୍ୟବସ୍ଥା ପ୍ରତ୍ୟାହାର ଦାବିରେ ହଟଗୋଳ I ଗୃହକୁ ସୁପରିଚାଳନା କରିବା ପାଇଁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଡାକିଲେ ସର୍ବଦଳୀୟ ବୈଠକ । ସାଢ଼େ 12ଟା ପର୍ଯ୍ୟନ୍ତ ଗୃହ ମୁଲତବୀ । ଚାଷୀ ପ୍ରସଙ୍ଗରେ କଂଗ୍ରେସ ବିଧାୟକଙ୍କ ହଟଗୋଳ ଜାରି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More