ଆଜି ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୧୩ ଜଣ କରୋନା ପଜିଟିଭ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୭୮୦କୁ ବୃଦ୍ଧି

0

ଭୁବନେଶ୍ୱର : ଆଜି ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୯ ଟି ଜିଲ୍ଲାରୁ ୧୧୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ୧୧୩ ଜଣଙ୍କ ମଧ୍ୟରୁ ୬୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୪୬ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୭୮୦ କୁ ବୃଦ୍ଧି ପାଇଛି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More