ରାଜ୍ୟରେ ୧୪୩ କରୋନା ପଜିଟିଭ୍‌ ଚିହ୍ନଟ : ଆକ୍ରାନ୍ତଙ୍କ ସଂଖ୍ୟା ୨୩୮୮ ବୃଦ୍ଧି

0

ଭୁବନେଶ୍ୱର : ଆଜି ରାଜ୍ୟରେ ଆଉ ୧୪୩ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଚିହ୍ନଟ ବୃଦ୍ଧି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୨ ଜଣ କ୍ୱାରେଣ୍ଟିନ୍‌ରେ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୧୧ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନାରୁ ସୁସ୍ଥ ହେଲେଣି ୧୩୨୫ ଜଣ ।

ଏଥିସହ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୩୮୮କୁ ବୃଦ୍ଧି ହୋଇଛି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More