ଆଜି ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୬ କୋଭିଡ୍ ସଂକ୍ରମିତ : ମୋଟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୯୪୯କୁ ବୃଦ୍ଧି

0

ଭୁବନେଶ୍ୱର : ଆଜି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୯୪୯ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ନୂଆ ସଂକ୍ରମିତଙ୍କ ମଧ୍ୟରୁ ୧୦୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୭୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More