ଭୁବନେଶ୍ୱର : ଆଜି ପ୍ରକାଶ ପାଇବ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) କାର୍ଯ୍ୟାଳୟରେ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷାଫଳ ପ୍ରକାଶ ପାଇବ । ଦିନ ଗୋଟାଏ ବେଳେ ଏହି ଫଳ ପ୍ରକାଶ ପାଇବ I ଏନେଇ ପରୀକ୍ଷା ନିୟନ୍ତ୍ରକ ବିଜୟ ସାହୁ ସୂଚନା ଦେଇଛନ୍ତି ।
ସୂଚନା ଅନୁସାରେ, www.orissaresults.nic.in ୱେବ୍ସାଇଟ୍ରେ ପରୀକ୍ଷା ଫଳ ଉପଲବ୍ଧ ହେବ । ଛାତ୍ରଛାତ୍ରୀ ନିଜର ରୋଲ୍ ନମ୍ବର ଦେଇ ରେଜଲ୍ଟ ଜାଣିପାରିବେ ।