ଆଜି ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୧୦ ନୂଆ କରୋନା ପଜିଟିଭ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୫୪୧କୁ ବୃଦ୍ଧି

0

ଭୁବନେଶ୍ୱର : ଆଜି ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୨୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୫୪୧ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ନୂଆ ୨୧୦ ସଂକ୍ରମିତଙ୍କ ମଧ୍ୟରୁ ୧୨୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୮୮ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More