ରାଜ୍ୟ ସରକାରୀ କର୍ମଚାରୀଙ୍କ ୫% ମହଙ୍ଗା ଭତ୍ତା ବୃଦ୍ଧି

0

ଭୁବନେଶ୍ୱର : ରାଜ୍ୟ ସରକାରୀ କର୍ମଚାରୀଙ୍କ ୫% ମହଙ୍ଗା ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର I ୭ମ ବେତନ କମିଶନଙ୍କ ଆଧାରରେ ବଢ଼ିଲା ଭତ୍ତା I ୨୦୨୦ ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ I ବକେୟା ୧୦% ପ୍ରାଦନ ନେଇ ଘୋଷଣା କରିଥିଲେ ସରକାର I

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More