ଆଜି ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୭୭୮ ପଜିଟିଭ :ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୩ ହଜାର ପାର

0

ଭୁବନେଶ୍ୱର : ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ଖସି ଆସୁଛି । ଆଜି ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୩୦ ଟି ଜିଲ୍ଲାରୁ ୭୭୮ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୪୪୬ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୩୩୨ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୧୩ ହଜାର ୩୨୩ କୁ ବୃଦ୍ଧି କରିଛି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More