ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ |
ଭୁବନେଶ୍ୱର: ଆଜି ଅପରାହ୍ଣ ୫ଟା ୪୫ ମିନିଟରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟ ବୈଠକରେ କୃଷି, ରାଜସ୍ବ, ସାଧାରଣ ପ୍ରଶାସନ ଭଳି ପ୍ରାୟ ୮ଟି ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବମାନ…