ବିଜେପିର୨ ଜିଲ୍ଲା ସଭାପତିଙ୍କ ନାମ ଘୋଷଣା

0

ଭୁବନେଶ୍ୱର : ବିଜେପି ସାଂଗଠନିକ ଜିଲ୍ଲାର ସଭାପତି ଭାବେ ବାବୁ ସିଂ ଏବଂ କଳାହାଣ୍ଡି ଜିଲ୍ଲାର ସଭାପତି ଭାବେ ଆଡଭୋକେଟ ଦେବେନ୍ଦ୍ର ମହାନ୍ତିଙ୍କୁ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅନୁମୋଦନ କ୍ରମେ ନିଯୁକ୍ତି ଦିଆଯାଇଛି । ଏନେଇ ଏକ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ରାଜ୍ୟ ମୁଖପାତ୍ର ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More