ଓଡିଶାରେ ଆଉ ଏକ କରୋନା ପଜିଟିଭ : ଆକ୍ରନ୍ତଙ୍କ ସଂଖ୍ୟା ୪ କୁ ବୃଦ୍ଧି

0

ଭୁବନେଶ୍ୱର : ଓଡ଼ିଶାରେ ଚତୁର୍ଥ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦୁବାଇରୁ ଫେରିଥିବା ଭଦ୍ରକ ଜିଲ୍ଲାର ଜଣେ ଯୁବକଙ୍କ କରୋନା ରିପୋର୍ଟ ପଜିଟିଭ ବାହାରିଛି । ଯୁବକଙ୍କ ବୟସ ୨୯ ହୋଇଥିବା ସୂଚନା ରହିଛି ।

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍‌ ଯୋଗେ ସୂଚନା ଦିଆଯାଇଛି । ଏହି ଯୁବକଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ 4 ଜଣ ଵ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଛନ୍ତି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More