‘ସନ୍’ ହସ୍ପିଟାଲରେ ଅଗ୍ନିକାଣ୍ଡ

0

ଘରୋଇ ହସ୍ପିଟାଲରେ ଅଗ୍ନିକାଣ୍ଡ । କଟକ କନିକା ଛକ ନିକଟରେ ସନ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ । ନିଆଁକୁ ଆୟତ୍ତ କରିବାକୁ ଦମକଳ ବାହିନୀର ପ୍ରୟାସ ସଫଳ ହୋଇଛି । ତେବେ ଅଗ୍ନିକାଣ୍ଡର କାରଣ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଥିବା ବେଳେ ସର୍ଟସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି ।
ସୂଚନାନୁଯାୟୀ, କଟକ ତୁଳସୀପୁରରେ ଥିବା ‘ସନ୍’ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି । ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁ ଲିଭାଇବାରେ ସଫଳ ହୋଇଛି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More