ଜାମ୍ମୁ -କାଶ୍ମୀରର ପ୍ରଥମ ଉପ ରାଜ୍ୟପାଳ ଭାବେ ଶପଥ ନେଲେ ଓଡ଼ିଆ ପୁଅ ଗିରିଶ ଚନ୍ଦ୍ର ମୁର୍ମୁ

0

ଜାମ୍ମୁ – କାଶ୍ମୀର କେନ୍ଦ୍ର ଶାସିତ ଅଞ୍ଚଳ ହେବାପରେ ପ୍ରଥମ ଉପ ରାଜ୍ୟପାଳ ଭାବେ ଶପଥ ନେଲେ ବରିଷ୍ଠ ଓଡ଼ିଆ ଆଇଏସ ଅଫିସର ଗିରିଶ ଚନ୍ଦ୍ର ମୁର୍ମୁ I ଶପଥ ପାଠ କରାଇଛନ୍ତି ଜାମ୍ମୁ-କାଶ୍ମୀର ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଗୀତା ମିତ୍ତଲ I

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More