ସୋମବାର : ଆଜିର ରାଶିଫଳ

0

ମେଷ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । ମନରେ ଦୁଶ୍ଚିନ୍ତା ଭାବ ପ୍ରକାଶ ପାଇବ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୬ I

ବୃଷ: କର୍ମରେ ସଫଳତା, ମାନସମ୍ମାନ ଓ ସହକର୍ମୀଙ୍କ ସହଯୋଗ ଲାଭ କରିବେ । ଯାନବାହନ ସୁଖ ମିଳିବ । ଜନକଲ୍ୟାଣ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି । ପୁରାତନ ବିବାଦ, ଜମିଜମା ବିବାଦର ସମାଧାନ ହେବାର ବାଟ ବାହାରିବ ।

ମିଥୁନ: କର୍ମରେ ସଫଳତା ଓ ଆତ୍ମ ସନ୍ତୋଷ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ମାନସିକ, ପାରିବାରିକ ଶାନ୍ତି ଓ ଦେହମନ ସୁସ୍ଥ ରହିବ । ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି ।

କର୍କଟ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତିର ସମ୍ଭାବନା ରହିଛି । କର୍ମରେ ବିଫଳତା ଓ କର୍ମସ୍ଥାନରେ ବାଧାବିଘ୍ନ ସୃଷ୍ଟି ହେବ । ମନରେ ଅସ୍ଥିରତା ଭାବ ଓ ପରିବାରରେ ବିବାଦ ଦେଖାଦେବ । ଚଞ୍ଚଳମନା ହେବେ । ଭାଗ୍ୟର ପରିବର୍ତ୍ତନ ଘଟିପାରେ ।

ସିଂହ: ମାନସିକ, ପାରିବାରିକ ଶାନ୍ତି ଓ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ପରିବାରରେ ସୁଖଶାନ୍ତିର ପରିବେଶ ରହିବ ଓ ସ୍ୱାସ୍ଥ୍ୟ ଉତ୍ତମ ରହିବ । ବନ୍ଧୁଙ୍କ ସହାୟତା ପାଇ ସରକାରୀ ସ୍ତରରୁ ଲାଭ ଉଠାଇପାରନ୍ତି । ପ୍ରୀତି ଭୋଜନରେ ଆପ୍ୟାୟିତ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।

କନ୍ୟା: ଅଟକିଥିବା କାମ ପୁଣି ଥରେ ଆରମ୍ଭ ହେବ । କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ । ବିବାଦୀୟ ବିତର୍କରେ ଭାଗ ନ ନେଇ ଚୁପ୍‌ ରହିବା ଭଲ । କର୍ମଚଞ୍ଚଳ ରହିବେ । ମିତ୍ରମାନେ ସାହାଯ୍ୟ ପରିବର୍ତ୍ତେ କରଛଡ଼ା ଦେଇପାରନ୍ତି ।

ତୁଳା: କର୍ମରେ ସଫଳତା ଓ ଦରମାରେ କିଛି ବୃଦ୍ଧି ଘଟିପାରେ । ଆର୍ଥିକ ସ୍ଥିତିରେ ଉନ୍ନତି ଘଟିବ ଓ କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ହେବ । ସୁସମ୍ବାଦ ପାଇ ଉତ୍‌ଫୁଲ୍ଲିତ ହେବେ । ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି । ଶୁଭରଙ୍ଗ-ନୀଳ, ଶୁଭସଂଖ୍ୟା-୪

ବିଛା: ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । କର୍ମ ପ୍ରତି ଧ୍ୟାନ ଓ ଏକାଗ୍ରତା ଭାବ ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ଶୁଭଖବର ପାଇ ପାରନ୍ତି । ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା ଦେବ । ଶୁଭକାର୍ଯ୍ୟ ପାଇଁ ସମୟ ପ୍ରଶସ୍ତ ରହିଛି ।

ଧନୁ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଓ କ୍ଷମତାଶାଳୀ ବ୍ୟକ୍ତି, ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ । ବିବାଦୀୟ ଘଟଣାରେ ବିଜୟୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।

ମକର: ଘାତଚନ୍ଦ୍ର ହେତୁ ଯୁକ୍ତିତର୍କ ଓ ବାଦବିବାଦରୁ ଦୂରରେ ରହିବେ । ଧନ କ୍ଷତି ଓ ବାଣିଜ୍ୟ, ବ୍ୟବସାୟରେ ସ୍ୱଳ୍ପ ଆୟର ସମ୍ଭାବନା ରହିଛି । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ । ସୁଭାଷୀ ଓ ଉତ୍ତମ ବିଦ୍ୟାଯୁକ୍ତ ହେବେ । ଯଶସ୍ବୀ ହୋଇପାରନ୍ତି ।

କୁମ୍ଭ: ସୁଖକର ଘଟଣା ଘଟିବ । କର୍ମକ୍ଷେତ୍ରରୁ ସଫଲତା ମିଳିବ । ମାନସିକ, ପାରିବାରିକ ଶାନ୍ତି ଓ ସ୍ୱାସ୍ଥ୍ୟ ଉତ୍ତମ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅଧିକ ହେବ । ଆର୍ଥିକ ସ୍ଥିତିରେ ଉନ୍ନତି ଘଟିବ ଓ କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ହେବ ।

ମୀନ: ର୍ମରେ ଆଶାତୀତ ସଫଳତା ଓ ସହକର୍ମୀଙ୍କ ସହଯୋଗ ପାଇବେ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ଶୁଭଖବର ମିଳିପାରେ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ଋଣ ପରିଶୋଧ କରିବେ । ଶୁଭରଙ୍ଗ-ଲାଲ, ଶୁଭରଙ୍ଗ-୭,

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More