ଆଜିଠୁ ଭାରତ-ଇଂଲଣ୍ଡ ପ୍ରଥମ ଟେଷ୍ଟ୍‍ : ଇଂଲଣ୍ଡ୍‌ ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତି

0

ଆଜିଠୁ ଭାରତ-ଇଂଲଣ୍ଡ ମଧ୍ୟରେ ଟେଷ୍ଟ୍‍ ସିରିଜର ପ୍ରଥମ ମ୍ୟାଚ୍ ଆରମ୍ଭ ହୋଇଯାଇଛି I ଚେନ୍ନାଇର ଚିପକ ଷ୍ଟାଡିୟମ୍‌ରେ ବିନା ଦର୍ଶକରେ ମ୍ୟାଚ ଖେଳାଯାଉଛି I ଏହି ମ୍ୟାଚ୍‌ରେ ଇଂଲଣ୍ଡ୍‌ ଟସ୍‌ ଜିଣିବା ପରେ ପ୍ରଥମେ ବ୍ୟାଟିଙ୍ଗ୍‌ କରିବା ଲାଗି ନିଷ୍ପତ୍ତି ନେଇଛି । ବର୍ତ୍ତମାନ ୩୪ ଓଭର ଖେଳ ଶେଷ ସୁଦ୍ଧା ଇଂଲଣ୍ଡ ତାର ମୂଲ୍ୟବାନ ୨ ଉଇକେଟ ହରାଇ ୭୭ ରନ ସଂଗ୍ରହ କରି ଖେଳୁଛି I

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More