ଭୁବନେଶ୍ୱର : କରୋନା ଭୂତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତ – ଦକ୍ଷିଣ ଆଫ୍ରିକା ଦିନିକିଆ ସିରିଜକୁ ବାତିଲ କରାଯାଇଛି । ଖେଳାଳି ଓ ଦର୍ଶକଙ୍କ ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି ଏହି ନିଷ୍ପତି ନିଆଯାଇଥିବା ବିସିସିଆଇ ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ମାର୍ଚ୍ଚ ୨୯ ରେ ଆରମ୍ଭ ହେବାକୁଥିବା IPL -2020 ମ୍ୟାଚ ଏପ୍ରିଲ ୧୫ରୁ ଆରମ୍ଭ ହେବ ।