କରୋନା ପାଇଁ ଖେଳାଯିବାକୁଥିବା ଭାରତ – ଦକ୍ଷିଣ ଆଫ୍ରିକା ଦିନିକିଆ ସିରିଜ୍ ବାତିଲ

0

ଭୁବନେଶ୍ୱର : କରୋନା ଭୂତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତ – ଦକ୍ଷିଣ ଆଫ୍ରିକା ଦିନିକିଆ ସିରିଜକୁ ବାତିଲ କରାଯାଇଛି । ଖେଳାଳି ଓ ଦର୍ଶକଙ୍କ ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି ଏହି ନିଷ୍ପତି ନିଆଯାଇଥିବା ବିସିସିଆଇ ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ମାର୍ଚ୍ଚ ୨୯ ରେ ଆରମ୍ଭ ହେବାକୁଥିବା IPL -2020 ମ୍ୟାଚ ଏପ୍ରିଲ ୧୫ରୁ ଆରମ୍ଭ ହେବ ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More