ମହାରାଷ୍ଟ୍ର ବିଧାନସଭାର ବାଚସ୍ପତି ଭାବେ ନିର୍ବାଚତି ହେଲେ ନାନା ପାଟୋଲେ

0

ମହାରାଷ୍ଟ୍ର ବିଧାନସଭାର ବାଚସ୍ପତି ଭାବେ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି କଂଗ୍ରେସର ନାନା ପାଟୋଲେ । ମହାରାଷ୍ଟ୍ର ବିଧାନସଭାର ବାଚସ୍ପତି ନିର୍ବାଚନରୁ ବିଜେପି ଓହରି ଯିବାରୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି ନାନା ପାଟୋଲେ । ନାନା ପାଟୋଲେଙ୍କୁ ମହାରାଷ୍ଟ୍ରର ବାଚସ୍ପତି କରିବା ପାଇଁ ଶିବସେନା, ଏନସିପି ଏବଂ କଂଗ୍ରେସ ମେଣ୍ଟ ନିଷ୍ପତି ନେଇଥିଲେ ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More