ପବିତ୍ର ମକର ସଂକ୍ରାନ୍ତି ଉପଲକ୍ଷେ ଓଡିଶା ଅପଡେଟ ପରିବାର ତରଫରୁ ଅଗଣିତ ପାଠକଙ୍କୁ ହାର୍ଦ୍ଧିକ ଅଭିନନ୍ଦନ

0

ଭୁବନେଶ୍ୱର : ଆଜି ପବିତ୍ର ମକର ସଂକ୍ରାନ୍ତି । ଫସଲ ଅମଳର ବେଳ ଓ ଶୁଭ ବେଳା ଆରମ୍ଭ ହୋଇଥାଏ । ମକର ସଂକ୍ରାନ୍ତି ବେଳକୁ ଓଡ଼ିଶାରେ ମୁଖ୍ୟତଃ ଧାନ, ଆଖୁ ଆଦି ନୂଆଫସଲ ଅମଳ ହୋଇଥାଏ । ଘରେ ଘରେ ପୂଜା , ମକର ଚାଉଳ ସହ ପିଠାର ଆୟୋଜନ ହେବା ସହ ରାଜ୍ୟର କିଛି ସ୍ୱତନ୍ତ୍ର ସ୍ଥାନରେ ଏହାକୁ ବିଶେଷ ଶୈଳୀରେ ପାଳନ କରାଯାଏ । ସେହିପରି ଶ୍ରୀମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ମକର ଚୈରାଅଶୀ ବେଶ । ମହାପ୍ରଭୁଙ୍କ ନିକଟରେ ପୂଜାର୍ଚ୍ଚନା ସହ ସ୍ୱତନ୍ତ୍ର ଭୋଗ ଲାଗି କରାଯାଏ । ତେଣୁ ଆଜି ଏହି ପବିତ୍ର ଦିନରେ ଅରୁଆ ଚାଉଳ, ନୂଆଗୁଡ଼,ଛେନା, ନଡ଼ିଆ, ପାଚିଲା କଦଳୀ, ଘିଅ, କ୍ଷୀର ଆଦି ମିଶ୍ରଣ କରାଯାଇ ମକର ଚାଉଳ ପ୍ରସ୍ତୁତ କରାଯାଏ ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More