ଆଜି ମାର୍ଚ୍ଚ ୮ତାରିଖ ଅନ୍ତର୍ଜାତୀୟ ମହିଳା ଦିବସ

0

ଭୁବନେଶ୍ୱର : ଆଜି ହେଉଛି ମାର୍ଚ୍ଚ ୮ତାରିଖ ଅନ୍ତର୍ଜାତୀୟ ମହିଳା ଦିବସ . ପ୍ରତିବର୍ଷ ମାର୍ଚ୍ଚ ୮କୁ ଅନ୍ତର୍ଜାତୀୟ ମହିଳା ଦିବସ ଭାବେ ପାଳନ କରାଯାଇଥାଏ । ଏହି ଦିନ ସାରା ବିଶ୍ୱରେ ବିଭିନ୍ନ କ୍ଷେତ୍ରରେ ମହିଳାଙ୍କ ପ୍ରତି ସମ୍ମାନ, ପ୍ରଶଂସା ଓ ସ୍ନେହ ପ୍ରଦାନ ପୂର୍ବକ ମହିଳାଙ୍କୁ ଆର୍ଥିକ, ରାଜନୈତିକ ଓ ସାମାଜିକ ପ୍ରତ୍ୟେକ କ୍ଷେତ୍ରରେ ସମ୍ମାନିତ କରିବା ଉଚିତ । ୧୯୭୭ ମସିହାରୁ ସାରା ବିଶ୍ୱରେ ଆଜିର ଦିନକୁ ଆନ୍ତର୍ଜାତିକ ମହିଳା ଦିବସ ଭାବେ ପାଳନ କରାଯାଉଛି । ଚଳିତ ବର୍ଷର ଥିମ୍‌ ରହିଛି ‘ଇଚ୍ ଫର ଇକ୍ୱାଲ ।’ ଅର୍ଥାତ୍ ମହିଳାମାନଙ୍କୁ ସମାନ ଅଧିକାର ଦେବା ଉପରେ ଗୁରୁତ୍ୱ ଦିଆଯାଉଛି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More