ଆଜି ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୫୭୮ ଜଣ କରୋନା ସଂକ୍ରମିତ

0

ଆଜି ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୫୭୮ ଜଣ କରୋନା ସଂକ୍ରମିତ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୧୫କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୬୬୩ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୭ ହଜାର ୨୬୮ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪୩୬ ଜଣ, କଟକ ୨୧୨ ଜଣ, ଜଗତସିଂହପୁରରୁ ୧୧୩ ଜଣ, ପୁରୀରୁ ୧୦୯ ଜଣ, ବାଲେଶ୍ବରରୁ ୭୮ ଜଣ, ଯାଜପୁରରୁ ୭୭ ଜଣ, ଭଦ୍ରକରୁ ୫୮ ଜଣ,ନୟାଗଡ଼ରୁ ୫୩ ଜଣ, ଅନୁଗୁଳରୁ ୪୭ ଜଣ,ମୟୂରଭଞ୍ଜରୁ ୪୧ ଜଣ,ସୁନ୍ଦରଗଡ଼ରୁ ୨୯ ଜଣ, ଢ଼େଙ୍କାନାଳରୁ ୧୯ ଜଣ,ସମ୍ବଳପୁରରୁ ୧୮ ଜଣ, କନ୍ଧମାଳରୁ ୧୭ ଜଣ,ନବରଙ୍ଗପୁରରୁ ୧୬ ଜଣ, ଗଜପତି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରୁ ୧୪ ଜଣ ଲେଖାଏଁ,ସୋନପୁରରୁ ୧୨ ଜଣ, ମାଲକାନଗିରିରୁ ୧୧ ଜଣ, ବରଗଡ଼ରୁ ୯ ଜଣ, ବଲାଙ୍ଗୀର ଓ ଦେବଗଡ଼ ଜିଲ୍ଲାରୁ ୮ ଜଣ ଲେଖାଏଁ, ବୌଦ୍ଧରୁ ୪ ଜଣ, ଗଞ୍ଜାମ, ଝାରସୁଗୁଡ଼ା ଓ ନୂଆପଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ, କଳାହାଣ୍ଡିରୁ ଜଣେ ଏବଂ ଷ୍ଟେଟ୍‌ ପୋଲ୍‌ରୁ ୯୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More