ଆଜି ପୁଣି ରାଜ୍ୟରେ ଚିହ୍ନଟ ହେଲେ ଆଉ ନୂଆ ୬୫ କରୋନା ପଜିଟିଭ୍ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୮ହଜାର ୩୨୩ରେ ପହଞ୍ଚିଲା

0

ଭୁବନେଶ୍ୱର : ଆଜି ରାଜ୍ୟ ପୁଣି ବାହାରିଲେ କରୋନା ପଜିଟିଭ୍ I ଆଜି ରାଜ୍ୟରେ ଆଉ ନୂଆ ୬୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି I ଚିହ୍ନଟ ହୋଇଥିବା ନୂଆ ୬୫ଜଣ ଆକ୍ରାନ୍ତଙ୍କ ମଧ୍ୟରେ ୩୭ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୮ହଜାର ୩୨୩ କୁ ବୃଦ୍ଧି ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More