ତୃତୀୟ ଥର ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମମତା ବାନାର୍ଜୀ

0

ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବେ ତୃଣମୂଳ କଂଗ୍ରେସର ଅଧ୍ୟକ୍ଷା ମମତ୍ୱ ବାନାର୍ଜୀ ତୃତୀୟ ଥର ପାଇଁ ଶପଥ ଗ୍ରହଣ କରିଛନ୍ତି I ରାଜଭବନରେ ରାଜ୍ୟପାଳ ଜଗଦୀପ ଧାନଖାର ତାଙ୍କୁ ପାଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି I

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More