ମାର୍ଚ୍ଚ ୬ ରୁ ଆରମ୍ଭ ଯୁକ୍ତ ୨ ବାର୍ଷିକ ପରୀକ୍ଷା

0

ଓଡିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ସଂଚାଳିତ ୨୦୧୮ ମାର୍ଚ୍ଚ ୬ରୁ ଯୁକ୍ତ ୨ ବାର୍ଷିକ ପରୀକ୍ଷା ଆରମ୍ଭ । ଏହା ମାର୍ଚ୍ଚ ୨୯ ତାରିଖ ପର୍ଯ୍ୟନ୍ତ ଚାଲିବ । ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଗୁରୁବାର ରାୟ ପ୍ରକାଶ ପାଇଛି । କଳା,ବାଣିଜ୍ୟ,ବିଜ୍ଞାନ ଓ ଧନ୍ଦାମୂଳକ ପାଠ୍ୟକ୍ରମର ପରୀକ୍ଷା ହେବ । ଏହି ପରୀକ୍ଷାର ସମୟ ପୂର୍ବାହ୍ନ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ । ଯୁକ୍ତ ୨ର ବାର୍ଷିକ ପରୀକ୍ଷା ମାର୍ଚ୍ଚ ୬ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୮ରେ ଶେଷ ହେବ । ସେହିଭଳି ଜାନୁଆରି ୨୭ରୁ ଫେବ୍ରୁଆରି ୫ ତାରିଖ ପର୍ଯ୍ୟନ୍ତ ପ୍ରାକ୍ଟିକାଲ୍ ପରୀକ୍ଷା ହେବ ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More