ଆଜି ରାତି ୮ଟାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

0

ଭୁବନେଶ୍ୱର : ଆଜି ରାତି ୮ଟାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ PMO ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି । କରୋନା ମୁକାବିଲା ନେଇ ବାର୍ତ୍ତା ଓ ମେ’ ୧୭ରେ ଲକ୍‌ଡାଉନ୍‌ ଅବଧି ସରୁଥିବାରୁ ଏସମ୍ପର୍କରେ ପ୍ରଧାନମନ୍ତ୍ରୀ କିଛି କହି ପାରନ୍ତି ବୋଲି ଆଶା କରାଯାଉଛି । ତେବେ କିଛି କଟକଣା କୋହଳ ହୋଇପାରେ । ପ୍ରଧାନମନ୍ତ୍ରି ମୁଖ୍ୟମନ୍ତ୍ରୀ ମାନଙ୍କ ସହ ଆଲୋଚନା ବେଳେ ଏଭଳି ସଙ୍କେତ ଦେଇଥିବା ରିପୋର୍ଟ ଜାତୀୟ ଗଣମାଧ୍ୟମରେ ପ୍ରକାଶ ପାଇଛି । ଏହା ପ୍ରଧାନମନ୍ତ୍ରୀଙ୍କ ଦେଶବାସୀଙ୍କୁ ପଞ୍ଚମ ସମ୍ବୋଧନ

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More