ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜରାଜେଶ୍ୱର ବା ସୁନା ବେଶ

0

ପୁରୀ : ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜରାଜେଶ୍ୱର ବା ସୁନାବେଶ ଅନୁଷ୍ଠିତ ହେବ । କାର୍ତ୍ତିକ ମାସର ଶେଷ ଦିନ ଥିବାରୁ ଶ୍ରୀକ୍ଷେତ୍ରର ମହୋଦାଧି ସମେତ ପଞ୍ଚତୀର୍ଥ ପୁଷ୍କରିଣୀରେ ଡଙ୍ଗା ଭସାଇବା ଓ ବୁଡ଼ ପକାଇବା ପାଇଁ ଲକ୍ଷାଧିକ ଭକ୍ତ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥାଏ । କିନ୍ତୁ ଚଳିତ ବର୍ଷ କରୋନା ସଂକ୍ରମଣ କାରଣରୁ ରାଜ୍ୟ ସରକାରଙ୍କ କୋଭିଡ ଗାଇଡ଼ଲାଇନ ଅନୁଯାୟୀ ଶ୍ରୀକ୍ଷେତ୍ରର ମହୋଦାଧି ସମେତ ପଞ୍ଚତୀର୍ଥ ପୁଷ୍କରିଣୀରେ ଡଙ୍ଗା ଭସାଇବା ଉପରେ କଟକଣା ଲଗାଯାଇଛି ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More