ଲକ ଡାଉନ ପରେ ସଟ ଡାଉନ : ୪୮ଘଣ୍ଟା ପାଇଁ ଭୁବନେଶ୍ୱର ଓ ଭଦ୍ରକ ସମ୍ପୂର୍ଣ୍ଣ ସଟ ଡାଉନ

0

ଭୁବନେଶ୍ୱର : କରୋନା ମୁକାବିଲା ପାଇଁ ରାଜ୍ୟସରକାରଙ୍କ ବଡ ପଦକ୍ଷପ i କରୋନା ନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ସେହି ସମ୍ମିଳନୀରେ ସେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଭୁବନେଶ୍ୱର ଓ ଭଦ୍ରକ ଆଜି ସନ୍ଧ୍ୟା ୮ଟାରୁ ରବିବାର ସନ୍ଧ୍ୟା ୮ଟା ଯାଏଁ ସମ୍ପୂର୍ଣ୍ଣ ଲକ୍ ଡାଉନ ରହିବ । ଏହାସହ୪୮ଘଣ୍ଟା ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ମଧ୍ୟ ବନ୍ଦ ରହିବ । ଯେଉଁମାନେ ନିୟମ ଉଲ୍ଲଙ୍ଘନ କରିବେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More